www.samajalive.in
Sunday, December 7, 2025
18.1 C
Bhubaneswar

ହ୍ରାସ ପାଉଛି ପଜିଟିଭ ସଂଖ୍ୟା ସହ ସ୍ଥାନୀୟ ସଂକ୍ରମଣ ; ନୂଆ ୬୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ଦେଖାଯାଉଛି। ବିଶେଷ କରି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। ୨୪ ଘଣ୍ଟାରେ ୬୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସ୍ଥାନୀୟ ଆକ୍ରାନ୍ତ ୨୬୫ ଓ ସଙ୍ଗରୋଧ କେନ୍ଦ୍ରରୁ ୩୭୩ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତ ସଂଖ୍ୟା ୩,୧୩,୯୬୧ରେ ପହଞ୍ଚିଛି। ୩,୦୪,୯୦୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭,୩୬୦ ସକ୍ରିୟ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


ରାଜ୍ୟର ୩୦ ଜିଲା ଓ ଷ୍ଟେଟ ପୁଲରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୪୦, ବାଲେଶ୍ୱର ୨୧, ବରଗଡ଼ ୨୭, ଭଦ୍ରକ ୭, ବଲାଙ୍ଗୀର ୨୩, ବୌଦ୍ଧ ୪, କଟକ ୩୯, ଦେଓଗଡ଼ ୫, ଢେଙ୍କାନାଳ ୧୧, ଗଞ୍ଜାମ ୮, ଜଗତସିଂହପୁର ୫୦, ଯାଜପୁର ୨୯, ଝାରସୁଗୁଡ଼ା ୨୩, କଳାହାଣ୍ଡି ୨୧, କନ୍ଧମାଳ ୩, କେନ୍ଦ୍ରାପଡ଼ା ୩୩, କେନ୍ଦୁଝର ୩୧, କୋରାପୁଟ ୯, ମାଲକାନଗିରି ୪, ମୟୁରଭଞ୍ଜ ୬୫, ନବରଙ୍ଗପୁର ୧୩, ନୟାଗଡ଼ ୫, ନୂଆପଡ଼ା ୪, ପୁରୀ ୯, ରାୟଗଡ଼ା ୧, ସମ୍ବଲପୁର ୨୩, ସୋନପୁର ୧, ସୁନ୍ଦରଗଡ ୪୬, ଷ୍ଟେଟ ପୁଲରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories