www.samajalive.in
Monday, December 8, 2025
27.1 C
Bhubaneswar

ଇସ୍ରୋ ଅଧ୍ୟକ୍ଷ କେ. ଶିବନ ଡକ୍ଟର ଅଫ୍‍ ସାଇନ୍ସ ଉପାଧିରେ ସମ୍ମାନିତ

କର୍ଣ୍ଣାଟକ ରାଜ୍ୟପାଳ ବାଜୁଭାଇ ଭାଲା ଇସ୍ରୋର ଅଧ୍ୟକ୍ଷ କେ. ଶିବନଙ୍କୁ ଡକ୍ଟର ଅଫ୍‍ ସାଇନ୍ସ ଉପାଧିରେ ସମ୍ମାନିତ କରିଛନ୍ତି।ବେଙ୍ଗାଲୁରୁଠାରେ ଆୟୋଜିତ ଏକ ନିରାଡ଼ମ୍ବର ସମାରୋହରେ ବିଶ୍ୱେଶ୍ୱରାୟ ବୈଷୟିକ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ଏହି ଉପାଧି ପ୍ରଦାନ କରାଯାଇଛି। ଦେଶରେ ମହାକାଶ କାର୍ଯ୍ୟକ୍ରମ ଏବଂ ସାମାଜିକ କ୍ଷେତ୍ରରେ ଶିବନ୍‍ଙ୍କ ଭୂମିକାକୁ ରାଜ୍ୟପାଳ ଭୂୟସି ପ୍ରଶଂସା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଡକ୍ଟର ସି.ଏନ୍‍. ଆଶ୍ୱସ୍ତ ନାରାୟଣ ଡକ୍ଟର ଶିବନଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ପ୍ରଚେଷ୍ଟାରେ ଇସ୍ରୋ ଅନେକ ପ୍ରତିଷ୍ଠା ଅର୍ଜନ କରିପାରିଛି ବୋଲି କହିଛନ୍ତି। ସେ ଇସ୍ରୋର ଭବିଷ୍ୟତ ପ୍ରକଳ୍ପର ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories