www.samajalive.in
Monday, December 8, 2025
27.1 C
Bhubaneswar

ଆଖି ବୁଜିଲେ ଆଉ ୧୫ ଆକ୍ରାନ୍ତ ; ମୃତ୍ୟୁ ସଂଖ୍ୟା ୧୬୪୦

ଭୁବନେଶ୍ୱର : ରାଜ୍ୟରେ ଥମୁନି କରୋନା ମୃତକଙ୍କ ସଂଖ୍ୟା। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୫ ଆକ୍ରାନ୍ତ ଆଖି ବୁଜିଲେ । ଏହାସହ ମୃତକଙ୍କ ସଂଖ୍ୟା ୧୬୪୦ରେ ପହଞ୍ଚିଛି। ୭,୩୬୦ ସକ୍ରିୟ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୪, ଖୋର୍ଦ୍ଧାରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି କେନ୍ଦୁଝରରୁ ୨, ବଲାଙ୍ଗୀର, କଟକ ଓ ଗଞ୍ଜାମ, ଅନୁଗୁଳ, ଝାରସୁଗୁଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

- Advertisement -

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories