www.samajalive.in
Sunday, December 14, 2025
14.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୩୭ ଗିରଫ, ଜରିମାନା ଆଦାୟ ୧୯,୫୦,୪୦୦ ଟଙ୍କା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୨ଟି ମାମଲା ଦାୟର କରାଯାଇଛି। ସେହିପରି କୋଭିଡ୍‌ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ରାଜ୍ୟରେ ୩୭ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୬୩୦ଟି ଗାଡ଼ି ଜବତ ହୋଇଛି ଏବଂ ୧୯,୫୦,୪୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୬,୦୪,୫୩୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୧୪,୬୨୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୦୫,୮୧୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୬୫୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୭,୧୦୬ ରହିଛି। ୭,୧୦୬ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

Related Articles

Popular Categories