www.samajalive.in
Tuesday, December 9, 2025
16.1 C
Bhubaneswar

ଆଉ ୧୪ ଆକ୍ରାନ୍ତଙ୍କ ମୃତ୍ୟୁ ; ମୃତ୍ୟୁ ସଂଖ୍ୟା ପହଞ୍ଚିଲା ୧୬୭୧

ଭୁବନେଶ୍ୱରେ : ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦ ଅତିକ୍ରମ କରୁଛି। ୨୪ ଘଣ୍ଟାରେ କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାସହ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୫, ସମ୍ବଲପୁରରୁ ୩, ରାୟଗଡ଼ା, ନୂଆପଡ଼ା, ଜଗତସିଂହପୁର, କଟକ, ଭୁବନେଶ୍ୱର ଓ ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories