www.samajalive.in
Tuesday, December 9, 2025
16.1 C
Bhubaneswar

କବି ନୃସିଂହାନାଥ ମହାପାତ୍ରଙ୍କୁ ସାରସ୍ୱତ ସମ୍ମାନ

ଫୁଲବାଣୀ:ଜଗତସିଂହପୁର ଜିଲା ପାରଦୀପ ଠାରେ ସମ୍ଭାବନା ସାରସ୍ୱତ ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ପୂଜ୍ୟପୂଜା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରମୁଖ ବ୍ୟକ୍ତି ବିଶେଷ ଓ ରାଜ୍ୟର ବୁହ ବିଶିଷ୍ଠ କବି ଓ ସାହିତ୍ୟକମାନେ ଯେଗାଦେଇଥିଲେ। ପରିଷଦର ସଭାପତି ସୁଲେନ୍ଦୁ କୁମାର ଦାସ ଓ ସଂପାଦକ ରବୀନ୍ଦ୍ର କୁମାର ମଲ୍ଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଫୁଳବାଣୀର ବିଶିଷ୍ଟ କବି ତଥା ସାହିତ୍ୟକ ନୃସିଂହାନାଥ ମହାପାତ୍ରଙ୍କୁ ସାରସ୍ୱତ ସମ୍ମାନରେ ସମ୍ମାନିତ କରାଯାଇଛି।
ନୃସିଂହନାଥ ମହାପାତ୍ର ପେସାରେ ଜଣେ ସରକାରୀ କର୍ମଚାରୀ। ପିଲାଟି ଦିନରୁ ସାହିତ୍ୟ ପ୍ରତି ତାଙ୍କର ଦୁର୍ବଳତା ରହିଛି। ଫୁଲବାଣୀ ସହିତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାଙ୍କର ସାରସ୍ବତୀ କୃତି ଆଦୃତ ଲାଭ କରିଛି। କବିତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସେ ଅନେକ ପ୍ରଶଂସା ସାଉଁଟିଛନ୍ତି। ଏହାସହିତ ତାଙ୍କର ସାହିତ୍ୟକୃତୀ ପାଇଁ ସେ ବିିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ ହୋଇଛନ୍ତି। ସାହିତ୍ୟ ପାଇଁ ସମର୍ପିତ ଶ୍ରୀ ମହାପାତ୍ର ରାଜ୍ୟସ୍ତରୀୟ ସାରସ୍ୱତ ସମ୍ମାନରେ ସାମ୍ମାନିତ ହୋଇଥିବାରୁ ତାଙ୍କୁ ବିିଭିନ୍ନ ମହଲରେ ଶୁଭେଚ୍ଛା ଜଣାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories