www.samajalive.in
Saturday, December 13, 2025
26.1 C
Bhubaneswar

ତିନିଦିନିଆ ଓଡ଼ିଶା ଗସ୍ତରେ ମୋହନ ଭାଗବତ

ଭୁବନେଶ୍ୱର : ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘର ମୁଖ୍ୟ ମୋହନ ଭାଗବତ। ସେ ଭୁବନେଶ୍ୱରସ୍ଥିତ ତେରାପନ୍ତ ଭବନରେ ଅନୁଷ୍ଠିତ ହେବାକୁ ଥିବା ଆର୍‌ଏସ୍‌ଏସ୍‌ର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ ବୈଠକରେ ଯୋଗଦେବେ। ପୂର୍ବକ୍ଷେତ୍ର ପାଇଁ ଉଦ୍ଦିଷ୍ଟ ଏହି ବୈଠକ ୨୫ ଏବଂ ୨୬ ତାରିଖରେ ଅନୁଷ୍ଠିତ ହେବ। ୨୫ ତାରିଖ ପୂର୍ବାହ୍ନ ୯ଟାରୁ ବୈଠକ ଆରମ୍ଭ ହୋଇ ୨୬ ତାରିଖ ରାତି ୭ଟାରେ ସରିବ। ଏଥିରେ ଆରଏସ୍‌ଏସ୍‌ ମୁଖ୍ୟ ସହ କାର୍ଯ୍ୟବାହ ସୁରେଶ ଯୋଶୀ ଯୋଗଦେବେ ବୋଲି ଜଣାପଡିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories