www.samajalive.in
Friday, December 12, 2025
27.1 C
Bhubaneswar

କିମ୍ବଦନ୍ତୀ ଫୁଟବଲ ତାରକା ଡିଆଗୋ ମାରାଡୋନାଙ୍କ ପରଲୋକ

ନୂଆଦିଲ୍ଲୀ : କିମ୍ବଦନ୍ତୀ ଫୁଟବଲ ତାରକା ଡିଆଗୋ ମାରାଡୋନାଙ୍କ ଦେହାନ୍ତ ହୋଇଛି। ଆର୍ଜେଣ୍ଟିନା ଫୁଟ୍‌ବଲ୍‌ ଟିମ୍‌ର ପୂର୍ବତନ ଅଧିନାୟକ ଡିଏଗୋ ମାରାଡୋନାଙ୍କ ହୃଦଘାତରେ ଦେହାନ୍ତ ହୋଇଥିବା ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା। ନିକଟରେ ତାଙ୍କୁ ଅସ୍ତ୍ରୋପଚାର ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅସ୍ତ୍ରୋପଚାର ପରେ ତାଙ୍କୁ ୧୧ ନଭେମ୍ବରରେ ଡିସଚାର୍ଜ କରାଯାଇଥିଲା। ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବାରେ ଲାଗିଥିଲା ଏବଂ ବୁଧବାର ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ଡିଆଗୋ ମାରାଡୋନାଙ୍କ ବିୟୋଗରେ ସମଗ୍ର କ୍ରୀଡା ଜଗତରେ ଶୋକର ଲହରୀ ଖେଳିଯାଇଛି |

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories