www.samajalive.in
Monday, December 8, 2025
24.1 C
Bhubaneswar

ଦେଶରେ ନୂଆ ଆକ୍ରାନ୍ତ ୪୪,୪୮୯ ; ୫୨୪ ମୃତ

ନୂଆଦିଲ୍ଲୀ : ଦେଶରେ ଗତକାଲି ତୁଳନାରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ଘଣ୍ଟାରେ ୪୪,୪୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୨୪ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୫ ହଜାର ୨୨୩ରେ ପହଞ୍ଚିଛି। ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଲକ୍ଷ ୬୬ ହଜାର ୭୦୬କୁ ବୃଦ୍ଧି ପାଇଛି। ୪ ଲକ୍ଷ ୫୨ ହଜାର ୩୪୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୬ଲକ୍ଷ ୭୯ ହଜାର ୧୩୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲୃାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories