www.samajalive.in
Sunday, December 7, 2025
26.1 C
Bhubaneswar

କଟକ ପୁରୀ ବସ ଷ୍ଟାଣ୍ଡରେ ଜଳିଗଲା ବସ ; କାରଣ ଅସ୍ପଷ୍ଟ

କଟକ : କଟକ ଜିଲା ବାଦାମବାଡିର ଅଞ୍ଚଳରେ ଥିବା ପୁରୀ ବସ ଷ୍ଟାଣ୍ଡରେ ଗୁରୁବାର ଅଗ୍ନିକାଣ୍ଡରେ ଏକ ବସ ଜଳିଯାଇଛି। ଉକ୍ତ ବସଟି ପାର୍କିଙ୍ଗରେ ଥିବା ସମୟରେ ହଠାତ ଏଥିରେ ନିଆଁ ଲାଗିଯାଇଥିଲା। ସଙ୍ଗେ ସଙ୍ଗେ ନିଆଁ ଅନ୍ୟ ଏକ ବସକୁ ବ୍ୟାପି ଥିଲା। ମାତ୍ର ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚିବାରୁ ନିଆଁ ଆୟତ୍ତ କରିଥିଲେ। ଫଳରେ ଏକ ବଡ଼ ଧରଣ ବିପଦ ଟଳି ଯାଇଥିଲା। ବସରେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଏହାସହ ନିଆଁ ଲାଗିଥିବା ବସରେ କୌଣସି ଯାତ୍ରୀ ନଥିଲେ ବୋଲି ପ୍ରାର୍ଥମିକ ସୂଚନାରୁ ଜଣାପଡ଼ିଛି।

 

Hot this week

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

Related Articles

Popular Categories