www.samajalive.in
Monday, December 15, 2025
24.1 C
Bhubaneswar

ଆଜି ଭୁବନେଶ୍ବରରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୫୪

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍ ୧୧ ହୋଇଥିବାବେଳେ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୨୭ ରହିଛି। ଆଜି ଭୁବନେଶ୍ବରରୁ ୫୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories