www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ନୂଆ ପଜିଟିଭ ୪୧,୩୨୨ ; ୪୮୫ ମୃତ

ନୂଆଦିଲ୍ଲୀ : ଦେଶରେ କିଛି ସପ୍ତାହ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ହ୍ରାସ ପାଉଥିବା ଦେଖାଯାଇଥିଲା। ମାତ୍ର ପୁନଃ ଏଥିରେ ପୁଣି ବୃଦ୍ଧି ହୋଉଛି। ଦେଶରେ ୨୪ ଘଣ୍ଟାରେ ୪୧,୩୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୪୮୫  ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୬ ହଜାର ୨୦୦ରେ ପହଞ୍ଚିଛି। ସେହିପରି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୩ଲକ୍ଷ ୫୧ ହଜାର ୧୧୦କୁ ବୃଦ୍ଧି ପାଇଛି। ୪ ଲକ୍ଷ ୫୪ ହଜାର ୯୪୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୭ ଲକ୍ଷ ୫୯ ହଜାର ୯୬୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories