www.samajalive.in
Sunday, December 7, 2025
23.1 C
Bhubaneswar

ପରଲୋକଗତ କୋଭିଡ଼ ଯୋଦ୍ଧାଙ୍କ ପରିବାରକୁ ଭେଟିଲେ ତିର୍ତୋଲ ବିଧାୟକ

ତିର୍ତ୍ତୋଲର ବିଧାୟକ ବିଜୟ ଶଙ୍କର ଦାସ କୋଭିଡ଼ ଆକ୍ରାନ୍ତରେ ପ୍ରାଣ ହରାଇଥିବା ରଘୁନାଥପୁର ବ୍ଲକ ବରାଗୋଳ ଗ୍ରାମର କରୋନା ଯୋଦ୍ଧା ସନାତନ ମଲିକଙ୍କ ଶୋକ ସନ୍ତପ୍ତ ପରିବାରଙ୍କୁ ତାଙ୍କ ବାସଗୃହରେ ଭେଟିବା ସହିତ ସମବେଦନା ଜଣାଇଛନ୍ତି। ଏଥିସହ ଜଗତସିଂହପୁର  ବିଧାୟକ ତଥା ଜିଲ୍ଲା ବିଜେଡ଼ି ସଭାପତି ପ୍ରଶାନ୍ତ କୁମାର ମୁଦୁଲି ଉପସ୍ଥିତ ରହିଥିଲେ ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories