www.samajalive.in
Wednesday, December 10, 2025
16.1 C
Bhubaneswar

ଦୁଇଦିନିଆ ଓଡ଼ିଶାଗସ୍ତରେ କଂଗ୍ରେସ ପ୍ରଭାରୀ ଡ. ଏ.ଚେଲା କୁମାର

ଭୁବନେଶ୍ୱର : ସାଂସଦ ତଥା ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଏ. ଚେଲା କୁମାର ୨ଦିନିଆ ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି । ଆସନ୍ତା ୪ ତାରିଖ ଦିନ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦିନ ୧୧ଟାରେ କଂଗ୍ରେସ ଭବନରେ ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ ଯୋଗଦେବେ। ସେହିଦିନ ଅପରାହ୍ଣ ୪ଘଟିକା ସମୟରେ କଂଗ୍ରେସର ସାଂଗଠନିକ ସ୍ଥିତି ନେଇ ବରିଷ୍ଠ ନେତୃବୃନ୍ଦଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

 

- Advertisement -

ସେହିପରି ୫ ତାରିଖ ଦିନ ନୟାଗଡ଼ ଗସ୍ତ କରି ମୃତ ପରୀର ପରିବାରକୁ ଭେଟିବେ ଏବଂ ସେହିଦିନ ନୟାଗଡ଼ରୁ ଭୁବନେଶ୍ୱର ଫେରିବା ପରେ ଅପରାହ୍ଣ ୩ ଘଟିକା ସମୟରେ କଂଗ୍ରେସର ଆଗାମୀ ରଣନୀତି ନେଇ ଅନୁଷ୍ଠିତ ହେବାକୁ ଥିବା ପିସିସି ପର୍ଯ୍ୟବେକ୍ଷକ ଓ ଜିଲ୍ଲା ସଭାପତି ମାନଙ୍କ କଂଗ୍ରେସ ଭବନରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories