www.samajalive.in
Tuesday, December 9, 2025
16.1 C
Bhubaneswar

ଦେଶରେ ୩୫ ହଜାର ୫୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୫୨୬ମୃତ

ନୂଆଦିଲ୍ଲୀ : ଦେଶରେ ଗତକାଲି ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ବୃଦ୍ଧି ହୋଇଛି। ଦେଶରେ ୨୪ ଘଣ୍ଟାରେ ୩୫ ହଜାର ୫୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୫୨୬ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୮ ହଜାର ୬୪୮ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ୩୪ ହଜାର ୯୬୫କୁ ବୃଦ୍ଧି ପାଇଛି।୪ ଲକ୍ଷ ୨୨ହଜାର ୯୪୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୯ ଲକ୍ଷ ୭୩ ହଜାର ୩୭୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚ ସୂଚନା ମିଳିଛି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories