www.samajalive.in
Sunday, December 7, 2025
15.1 C
Bhubaneswar

ସ୍ୱାମୀର ମରଣାନ୍ତକ ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ଅଭିଯୋଗ

ସୁନ୍ଦରଗଡ : ସୁନ୍ଦରଗଡ ଜିଲା କୋଇଡା ଥାନା ଅନ୍ତର୍ଗତ ପୋଡାଡ଼ିହି ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଥିବା ଶୁକ୍ରବାର ଜଣାପଡ଼ିଛି। ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି। ଘରୋଇ କଳିରୁ ଏହି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖାଯିବା ସହ ଘଟଣାରେ ବ୍ୟବହୃତ ଟାଙ୍ଗିଆ ମଧ୍ୟ ଜବତ ହୋଇଥିବା ନେଇ ସୂଚନା ମିଳିଛି।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories