www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରଥମ ଟ୍ବେଣ୍ଟି-୨୦; ଅଷ୍ଟ୍ରେଲିଆକୁ ବିଜୟ ପାଇଁ ୩୦ବଲରେ ୪୯ରନ ଆବଶ୍ୟକ

କାନ୍‌ବେରା: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ଆରମ୍ଭ ହୋଇଛି। ଘରୋଇ ଦଳ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେବା ସହିତ ଟିମ୍‌ ଇଣ୍ଡିଆକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଭାରତ ପ୍ରଥମେ ବ୍ୟାଟିଂ କରି ୧୬୨ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି । ଏହାର ଯବାବରେ ଅଷ୍ଟ୍ରେଲିଆ ଦଳ ୧୫ଓଭର ଖେଳ ଶେଷ ସୁଦ୍ଧା ୧୧୩ରନ କରି ୪ଟି ୱିକେଟ ହରାଇଛି । ଦଳ ପାଇଁ ଜିତିବା ପାଇଁ ଆଉ ୩୦ ବଲରେ ୪୯ରନର ଆବଶ୍ୟକତା ରହିଛି ।

ସୂଚନା ଯୋଗ୍ୟ, ଦିନିକିଆ ସିରିଜରେ ଭାରତ ୧-୨ରେ ଅଷ୍ଟ୍ରେଲିଆଠାରୁ ପରାଜିତ ହୋଇଥିଲା। ଅଷ୍ଟ୍ରେଲିଆ ପ୍ରଥମ ୨ଟି ମ୍ୟାଚରେ ବିଜୟୀ ହୋଇଥିଲାବେଳେ ଭାରତ ଅନ୍ତିମ ମ୍ୟାଚକୁ ଜିତି ସମ୍ମାନ ରକ୍ଷା କରିଥିଲା।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories