www.samajalive.in
Monday, December 8, 2025
24.1 C
Bhubaneswar

୨୪ ଘଣ୍ଟାରେ ଆଉ ନୂଆ ୩୬,୬୫୨ କରୋନା ଆକ୍ରାନ୍ତ ଚିହ୍ନଟ ; ୫୧୨ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତ କିଛି ଦିନ ମଧ୍ୟରେ ଉଭୟ ହ୍ରାସ ଓ ବୃଦ୍ଧି ପାଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ଆଉ ନୂଆ ୩୬,୬୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୫୧୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧,୩୯,୭୦୦ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬,୦୮,୨୧୧କୁ ବୃଦ୍ଧି ପାଇଛି। ୪,୦୯,୬୮୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୦,୫୮,୮୨୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories