www.samajalive.in
Saturday, December 13, 2025
18.1 C
Bhubaneswar

ଏସସିଡି ପକ୍ଷରୁ ଭିନ୍ନକ୍ଷମ ଦିବସରେ ସଚେତନତା ଶୋଭାଯାତ୍ରା

ଟିଟିଲାଗଡ଼ : ଟିଟିଲାଗଡ ନେହେରୁ ନଗର ସ୍ଥିତ ଏସ୍ସିଡି ପକ୍ଷରୁ ଭିନ୍ନକ୍ଷମ ଦିବସ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଥିବା ବେଳେ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏସସିଡି ବିଦ୍ୟାଳୟ ପକ୍ଷରୁ ସମ୍ପାଦିକା ଅଞ୍ଜଳି ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଟିଟିଲାଗଡ ସହାକାରୀ ଜିଲାପାଳ କର୍ଣ୍ଣ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ବ୍ୟଙ୍ଗ କବି ଟିକେଲାଲ ବେହେରା ମୁଖ୍ୟବକ୍ତା କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଏସସିଡି ପ୍ରକଳ୍ପ ନିର୍ଦ୍ଦେଶକ ଏମ୍ଏମ୍ ଦାଶ, କୋଷାଧ୍ୟକ୍ଷ ତାପସ ମହାରଣା, ସମାଜସେବୀ ପ୍ରଶାନ୍ତ ପଟ୍ଟନାୟକ, ବିଦ୍ୟାଳୟ ଶିକ୍ଷକ, ଛାତ୍ରଛାତ୍ରୀ ତଥା ସ୍ଥାନୀୟ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ। ଏଅବସରରେ ଭିନ୍ନକ୍ଷମଙ୍କ ଅଧିକାର ନେଇ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା।

Hot this week

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

Related Articles

Popular Categories