www.samajalive.in
Sunday, December 14, 2025
26.1 C
Bhubaneswar

ପୋକ୍ସୋ ଆକ୍ଟ ନେଇ ଭର୍ଚୁଆଲ ପ୍ରଶିକ୍ଷଣ

ବଲାଙ୍ଗିର : ବଲାଙ୍ଗିର ଜିଲା ଶିଶୁ ସୁରକ୍ଷା ୟୁନିଟ୍ ପକ୍ଷରୁ ଯୌନ ଅପରାଧରୁ ଶିଶୁକୁ ସୁରକ୍ଷା ପାଇଁ ଥିବା ପାଇଁ ଥିବା ପୋକ୍ସୋ ଆକ୍ଟ ଉପରେ ଏକ ଭର୍ଚୁଆଲ ପ୍ରଶିକ୍ଷଣ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାରେ ଥିବା ବିଭିନ୍ନ ଆଶ୍ରମ ତଥା ସେବାଶ୍ରମର ଶିକ୍ଷକ, ଶିକ୍ଷୟିତ୍ରୀମାନେ ଏଥିରେ ଅଂଶଗ୍ରହଣ କରିଥିଲେ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ,ଜିଲା ମଙ୍ଗଳ ଅଧିକାରୀ ପରମାନନ୍ଦ ପୃଷ୍ଟି ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏଥିରେ ଆଇନ ଅଧିକାରୀ ଗିଦାମ୍ବର କର ପ୍ରଶିକ୍ଷଣ ଦେଇଥିଲେ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories