ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୭୭୧
ଭୁବନେଶ୍ବର: ରାଜ୍ୟରେ ରବିବାର କରୋନା ଆକ୍ରାନ୍ତରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୭୭୧ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
Regret to inform the demise of six numbers of Covid positive patients while under treatment in hospitals.
1.A 47-year-old female of Balangir district who was also suffering from Chronic Kidney Disease & Hypothyroidsim.
2.A 38-year-old male of Balasore district.
— H & FW Dept Odisha (@HFWOdisha) December 6, 2020
5.A 70-year-old male of Kalahandi district.
6.A 45-year-old female of Nuapada district.
— H & FW Dept Odisha (@HFWOdisha) December 6, 2020
୬ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରରୁ ସର୍ବାଧିକ ୨ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
Comments are closed.