www.samajalive.in
Sunday, December 14, 2025
14.1 C
Bhubaneswar

ଜାମ୍ମୁ କାଶ୍ମୀର : ପୁଞ୍ଚର ସରଲା ପୋଷ୍ଟ ନିକଟରୁ ଦୁଇ ଅନୁପ୍ରବେଶକାରୀ ବାଳିକା ଗିରଫ

ଶ୍ରୀନଗର :  ଜାମ୍ମୁ କାଶ୍ମୀରର ପୁଞ୍ଚ ଜିଲ୍ଲାର ଖାରୀ ସେକ୍ଟରର ସରଲା ପୋଷ୍ଟ ନିକଟରୁ ଭାରତୀୟ ସେନା ସୀମାରେ ଅନୁପ୍ରବେଶ ଉଦ୍ୟମ କରୁଥିବା ଦୁଇ ବାଳିକାଙ୍କୁ ଧରିଛି। ଉଭୟଙ୍କୁ ପଚରାଉଚରା କରାଯାଉଛି। ଏ ସଂପର୍କରେ ଅଧିକ ସୂଚନାକୁ ପ୍ରତୀକ୍ଷା କରାଯାଇଛି।

Hot this week

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

Related Articles

Popular Categories