www.samajalive.in
Tuesday, December 9, 2025
16.1 C
Bhubaneswar

ଆଜିଠାରୁ ଆରମ୍ଭ ହେଉଛି କର୍ଣ୍ଣାଟକ ବିଧାନସଭାର ଶୀତକାଳୀନ ଅଧିବେଶନ

କର୍ଣ୍ଣାଟକ ବିଧାନସଭାର ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି। ଗତକାଲି ବାଚସ୍ପତି ବିଶ୍ୱେସ୍ୱର ହେଗଡେ କାଗେରୀ ଏ ନେଇ ସମୀକ୍ଷା କରିଥିଲେ। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ କାଳରେ ସମସ୍ତ କୋଭିଡ୍‍ ନିୟମାବଳୀ ଅନୁସରଣ କରାଯିବ ବୋଲି ସେ କହିଛନ୍ତି।

ଏହି ଅଧିବେଶନ ସମୟରେ ପ୍ରଶ୍ନକାଳ ରହିବା ସହ ୧୦ଟି ବିଲ୍‍ ଉପସ୍ଥାପନ କରାଯିବ। ଅଧିବେଶନର ଶେଷ ଦୁଇଦିନରେ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ପ୍ରସଙ୍ଗରେ ଆଲୋଚନା କରାଯିବାର କାର୍ଯ୍ୟକ୍ରମ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories