www.samajalive.in
Tuesday, December 9, 2025
17.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୬୦୭ଜଣ କରୋନା ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ୩୧୬୪୪୭କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୬୦୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁଦ୍ଧା କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୩୧୬୪୪୭କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ମୟୂରଭଞ୍ଜ ୯୬, ନୂଆପଡ଼ା ୬୧, ସୁନ୍ଦରଗଡ଼ ୫୩, ଖୋର୍ଦ୍ଧା ୪୪, ଅନୁଗୁଳ ୪୦, ସମ୍ବଲପୁର ୩୬, କଟକ ୩୧, ବରଗଡ଼ ୨୫, କେନ୍ଦୁଝର ୨୫, ପୁରୀ ୨୫, ବାଲେଶ୍ବର ୧୯, କଳାହାଣ୍ଡି ୧୯, ଯାଜପୁର ୧୯, କେନ୍ଦ୍ରାପଡ଼ା ୧୬, ବଲାଙ୍ଗିର ୧୫, ଜଗତସିଂହପୁର ୧୫, ଗଞ୍ଜାମ ୧୧, କୋରାପୁଟ ୯, ଝାରସୁଗୁଡ଼ା ୭, ଭଦଅକ ୫, ମାଲକାନଗିରି ୫, ଢେଙ୍କାନାଳ ୪, ସୋନପୁର ୪, ଦେବଗଡ଼ ୩, ରାୟଗଡ଼ା ୩, ବୌଦ୍ଧ ୨, ଗଜପତି ୨, ନବରଙ୍ଗପୁର ୨, ନୟାଗଡ଼ ୨, କନ୍ଧମାଳରୁ ଜଣେ ଏବଂ ଷ୍ଟେଟ୍‌ପୁଲ୍‌ରୁ ୧୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁଦ୍ଧା କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୩୧୬୪୪୭କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories