www.samajalive.in
Saturday, December 13, 2025
15.1 C
Bhubaneswar

ପାଇକ ବିଦ୍ରୋହକୁ ମୁମ୍ବାଇ ଆନ୍ତର୍ଜାତିକ କ୍ଷୁଦ୍ର ଚଳଚ୍ଚିତ୍ର ଜୁରୀ ପୁରସ୍କାର

ଭୁବନେଶ୍ୱର: ଅକ୍ଷୟ କୁମାର ପରିଜାଙ୍କ ଦ୍ୱାରା ନିର୍ମିତ କ୍ଷୁଦ୍ର ଚଳଚ୍ଚିତ୍ର ‘ପାଇକ ବିଦ୍ରୋହ’  ଚଳିତ ବର୍ଷ ମୁମ୍ବାଇ ଆନ୍ତର୍ଜାତୀୟ କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବରେ ସ୍ୱତନ୍ତ୍ର ଜୁରି ପୁରସ୍କାର ଲାଭ କରିଛି। ତତ୍କାଳୀନ ବ୍ରିଟିଶ ଇଷ୍ଟ ଇଣ୍ଡିଆ କମ୍ପାନୀର ନିୟମ ବିରୁଦ୍ଧରେ ବୁକି ଜଗବନ୍ଧୁଙ୍କ ଦ୍ୱାରା ପାଇକା ବିଦ୍ରୋହ ହୋଇଥିଲା।

- Advertisement -

୧୮୧୭ ମସିହାରେ ଘଟିଥିବା ଓଡ଼ିଶାରେ ସଂଗଠିତ ପାଇକ ବିଦ୍ରୋହ ଆଧାରରେ ନିର୍ମିତ କ୍ଷୁଦ୍ର ଚଳଚ୍ଚିତ୍ର ପାଇକ ବିଦ୍ରୋହ ଶ୍ରେଷ୍ଠ ନିର୍ଦ୍ଦେଶକ, ଶ୍ରେଷ୍ଠ ସିନେମାଟୋଗ୍ରାଫି, ଶ୍ରେଷ୍ଠ ସମ୍ପାଦନା ଏବଂ ଶ୍ରେଷ୍ଠ ଚଳଚ୍ଚିତ୍ର ପାଇଁ ୨୦୧୮ ରେ ଚାରିଟି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଲାଭ କରିଥିଲା । ଏହି ଚଳଚିତ୍ରରେ  ଜୟୀ ରାଜଗୁରୁ ଚରିତ୍ରରେ ମନୋଜ ମିଶ୍ର ଓ ବକ୍ସି ଜଗବନ୍ଧୁ ଚରିତ୍ରରେ ସମରେଶ ରାଉତରାୟ ଅଭିନୟ କରିଛନ୍ତି । ହରପ୍ରସାଦ ଦାସ ଏହି ଚଳଚ୍ଚିତ୍ରର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ଲେଖିଛନ୍ତି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories