www.samajalive.in
Wednesday, December 10, 2025
16.1 C
Bhubaneswar

ଟ୍ରକ୍‌ରୁ ୨୮ଟି ଶlଳ ଗଣ୍ଡି ଜବତ

ସମ୍ବଲପୁର(ମାନେଶ୍ବର) : ସମ୍ବଲପୁର ଜିଲ୍ଲା ସଦର ରେଞ୍ଜ ଯୁଯୁମୁରା ଜମତଳ ଛକରେ ବୁଧବାର ସକାଳୁ ଏକ ଶାଳ କାଠ ଭର୍ତ୍ତି ଟ୍ରକ୍ ଜବତ ହୋଇଛି। ଟ୍ରକ୍‌ଟି ରେଢ଼ାଖୋଲରୁ ସମ୍ବଲପୁର ଅଭିମୁଖେ ଯାଉଥିବାବେଳେ ସମ୍ବଲପୁର ବନ ବିଭାଗ ଟ୍ରକକୁ ଜବତ କରି ୨୮ଟି ଶlଳ ଗଣ୍ଡି ଜବତ କରିଛି । ଦୁର୍ବୃତ୍ତମାନେ ଫେରାର ଥିବା ଜଣାପଡିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories