www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ ଆଉ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ବୁଧବାର ଆଉ ୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୨୯୯ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବାବେଳେ ୧୬୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories