ଭଦ୍ରକ : ଆଜି ଭଦ୍ରକ ସହରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଜିଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ କଂଗ୍ରେସର ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ପାଳନ କରାଯାଉଛି। ସକାଳ ୬ରୁ ବନ୍ଦ ପାଳନ ହେବା ସହ ବିଭିନ୍ନ ସ୍ଥାନରେ କଂଗ୍ରେସ କର୍ମୀଙ୍କ ପିକେଟିଂ ଓ ରାସ୍ତା ଅବରୋଧ କରାଯାଇଥିବା ଜଣାପଡିଛି।
Popular Categories



