www.samajalive.in
Monday, December 15, 2025
24.1 C
Bhubaneswar

ଦେଶରେ କମୁଛି ସଂକ୍ରମଣ; ନୂଆ ପଜିଟିଭ ୩୧ ହଜାର ୫୨୨, ମୃତ ୪୧୨

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। ଗତକାଲି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ଦେଖାଯାଇଛି। ଦେଶରେ ୨୪ ଘଣ୍ଟାରେ ୩୧,୫୨୨ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୪୧୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୧ ହଜାର ୭୭୨ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୬୭ ହଜାର ୩୭୨କୁ ବୃଦ୍ଧି ପାଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷରୁ କମ ରହିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

- Advertisement -

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories