www.samajalive.in
Tuesday, December 9, 2025
17.1 C
Bhubaneswar

ହକି ବିଶ୍ୱକପ : ମୁଖ୍ୟଶାସନ ସଚିବ ଓ ରାଜ୍ୟ ଉଚ୍ଚ ପଦାଧିକାରୀଙ୍କ ବିଜୁପଟ୍ଟନାୟକ ହକି ଷ୍ଟାଡିୟମ ପରିଦର୍ଶନ

ରାଉରକେଲା : ରାଉରକେଲା ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମରେ ୨୦୨୩ ରେ ଅନୁଷ୍ଠିତ ହେବାକୁ ଥିବା ହକି ବିଶ୍ୱକପ ୨୦୨୩ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତିଆରମ୍ଭ ହୋଇଛି। ମୁଖ୍ୟଶାସନ ସଚିବ ଓ ରାଜ୍ୟ ଉଚ୍ଚ ପଦାଧିକାରୀଙ୍କ ବିଜୁପଟ୍ଟନାୟକ ହକି ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। । ଆଜି କ୍ରୀଡାମନ୍ତ୍ରୀ ତୁଷାର କାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ,ରାଜ୍ୟ କ୍ରୀଡା ବିଭାଗର ସଚିବ ବିଶାଳ ଦେ. ନିର୍ଦେଶକ ଭିନୀଲ କ୍ରିଷ୍ଣା, ବରିଷ୍ଠ ଆଇଏଏସ ସଞ୍ଜୟ ସିଂ ରାଉରକେଲା ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମ ପରିଦର୍ଶନ କରି ସ୍ଥିତି ପରଖିଛନ୍ତି।  ଷ୍ଟାଡିୟମରେ ବୈଷୟିକ ବ୍ୟବସ୍ଥା ଅନୁଧ୍ୟାନ କରୁଥିବା ଅନ୍ତର୍ଜାତୀୟ ହକି ଫେଡେରେସନର ଅଧ୍ୟକ୍ଷ ନରେନ୍ଦ୍ର ବାତ୍ରା ଓ ତାଙ୍କର ଟିମ ସହିତ ବୈଷୟିକ ଦିଗ ଅନୁଧ୍ୟାନ କରିଛନ୍ତି । ହକି ଇଣ୍ଡିଆ ସହିତ ଆଲୋଚନା କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories