www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ଆଉ ୩୮୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ଶୁକ୍ରବାର ଆଉ ୩୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୦୨୯ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବାବେଳେ ୧୬୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories