www.samajalive.in
Sunday, December 7, 2025
14.1 C
Bhubaneswar

କମୁଛି ସଂକ୍ରମଣ ; ନୂଆ ଆକ୍ରାନ୍ତ ୩୯୩ ; ସ୍ଥାନୀୟ ଆକ୍ରାନ୍ତ ୧୬୫

ଭୁବନେଶ୍ୱରୁ : ରାଜ୍ୟରେ ଦୈନିକ ସଂକ୍ରମଣ ୪୦୦ ମଧ୍ୟରେ ସୀମିତ ରହୁଛି। ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ଆଉ ୩୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୮,ସ୍ଥାନୀୟ ୧୬୫ । ମୋଟ ଆକ୍ରାଙ୍କ ସଂଖ୍ୟା ୩,୨୩,୭୫୭ରେ ପହଞ୍ଚିଛି। ୩,୧୮,୬୮୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୨୧୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୭ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଅନୁଗୁଳରୁ ୪୭ ଓ ସୁନ୍ଦରଗଡରୁ ୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରୁ ୨୧, ବରଗଡ ୨୬, ଭଦ୍ରକ ୩, ବଲାଙ୍ଗୀର ୨, ବୌଦ୍ଧ ୧, କଟକ ୨୪, ଦେଓଗଡ ୫, ଢେଙ୍କାନାଳ ୩, ଗଞ୍ଜାମ ୧୪, ଜଗତସିଂହପୁର ୨, ଯାଜପୁର ୧୬,ଝାରସୁଗୁଡ଼ା ୧୮, କଳାହାଣ୍ଡି ୭, କନ୍ଧମାଳ ୨, କେନ୍ଦ୍ରାପଡ଼ା ୭, କେନ୍ଦୁଝର ୭, ଖୋର୍ଦ୍ଧା ୩୯, ମାଲକାନଗିରି ୧, ମୟୁରଭଞ୍ଜ ୨୬, ନବରଙ୍ଗପୁର ୪, ନୟାଗଡ ୫, ନୂଆପଡ଼ା ୧୩, ପୁରୀ ୧୪,ରାୟଗଡା ୬, ସମ୍ବଲପୁର ୨୭, ଷ୍ଟେଟ ପୁଲରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories