www.samajalive.in
Friday, December 12, 2025
27.1 C
Bhubaneswar

ଜାମ୍ମୁ କାଶ୍ମୀର : ପୁଞ୍ଚରେ ଏନକାଉଣ୍ଟର, ୩ ଆତଙ୍କବାଦୀ ନିପାତ

ଶ୍ରୀନଗର : ଜାମ୍ମୁ କାଶ୍ମୀରର ପୁଞ୍ଚରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିପାତ ହୋଇଛନ୍ତି । ତିନି ଜଣ ଆତଙ୍କବାଦୀଙ୍କୁ ସୁରକ୍ଷା ବାହିନୀର ଏକ ମିଳିତ ଦଳ ଘେରି ନେଇ ଅପରେସନ୍ ଆରମ୍ଭ କରିଥିଲା ।
ମୋଗଲ ରୋଡ ଡୁଗରାନ ଅଞ୍ଚଳରେ ଆତଙ୍କବାଦୀଙ୍କ ଲୁଚି ରହିଥିବା ସୂଚନା ପାଇବା ପରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଏହି ସମୟ ମଧ୍ୟରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀକୁ ଟାର୍ଗେଟ କରି ଗୁଳିଚାଳନା ଆରମ୍ଭ କରିଥିଲେ। ଏହା ପରେ ସୈନିକମାନେ ସାମ୍ନାକୁ ଆସି ଏନକାଉଣ୍ଟର ଆରମ୍ଭ କରିଦେଇଥିଲେ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories