www.samajalive.in
Tuesday, December 9, 2025
19.1 C
Bhubaneswar

ଜାମ୍ମୁ-କାଶ୍ମୀର : ଡିଡିସି ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଶେଷ

ଶ୍ରୀନଗର : କେନ୍ଦ୍ରଶାସିତ ଅଞ୍ଚଳ ଜାମ୍ମୁ କାଶ୍ମୀରରେ ଜିଲ୍ଲା ବିକାଶ ପରିଷଦ(ଡିଡିସି)ର ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ରବିବାର ମତଦାନ ଶାନ୍ତିପୂର୍ଣ୍ଣଭାବ ସମ୍ପନ୍ନ ହୋଇଛି। ପ୍ରାୟ ୫୫ ପ୍ରତିଶତ ମତଦାତା ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଥିବା ଜଣାପଡିଛି। ସେଥିମଧ୍ୟରେ କେବଳ ଜାମ୍ମୁ ଡିଭିଜନରେ ୫୬.୯ ପ୍ରତିଶତ ଭୋଟର ମତଦାନ କରିଛନ୍ତି। ଏହି ଡିଭିଜନର ରାଜୌଡି ଜିଲ୍ଲାରେ ୬୩.୦୭ ପ୍ରତିଶତ, ରାମବନ୍‍ ଜିଲ୍ଲାରେ ୬୧.୯୧ ପ୍ରତିଶତ ଓ ରିୟାସୀ ଜିଲ୍ଲାରେ ୬୧. ୨୧ ପ୍ରତିଶତ ମତଦାନ ହୋଇଥିବା ଜଣାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ୧୦୧ ରନ୍‌ରେ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories