www.samajalive.in
Sunday, December 7, 2025
14.1 C
Bhubaneswar

ହ୍ରାସ ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା ; ୨୭,୦୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ , ୩୩୬ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। ଗତକାଲି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି କମ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି। ୨୪ ଘଣ୍ଟାରେ ଦେଶରେ ୨୭,୦୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୩୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତକଙ୍କ ସଂଖ୍ୟା ୧ଲକ୍ଷ ୪୩ ହଜାର ୩୫୫ରେ ପହଞ୍ଚିଛି। ସେହିପରି ମୋଟ ପଜିଟିଭଙ୍କ ସଂଖ୍ୟା ୯୮ ଲକ୍ଷ ୮୪ ହଜାର ୭୧କୁ ବୃଦ୍ଧି ପାଇଛି। ୩ଲକ୍ଷ ୫୨ ହଜାର ୫୮୬ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୩ ଲକ୍ଷ ୮୮ ହଜାର ୧୫୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories