www.samajalive.in
Tuesday, December 9, 2025
17.1 C
Bhubaneswar

ହିମାଚଳ ପ୍ରଦେଶ ରାଜ୍ୟପାଳ ବନ୍ଦାରୁ ଦତାତ୍ରେୟଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ତେଲେଙ୍ଗାନା: ହିମାଚଳ ପ୍ରଦେଶ ରାଜ୍ୟପାଳ ବନ୍ଦାରୁ ଦତାତ୍ରେୟଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେଲେଙ୍ଗାନାର ୟଦାଦ୍ରୀ ଭୁବାଙ୍ଗିରି ଜିଲାରେ ଏହି ଦୁର୍ଘଟଣା ଘଟିଛି। ତେବେ ରାଜ୍ୟପାଳ ସୁରକ୍ଷିତ ରହିଛନ୍ତି। ତାଙ୍କର କୌଣସି କ୍ଷୟକ୍ଷତି ହୋଇନାହିଁ। କାର୍‌ରେ ଥିବା ଅନ୍ୟମାନଙ୍କର ମଧ୍ୟ କୌଣସି କ୍ଷତି ହୋଇନାହିଁ।

- Advertisement -

ଭୋଙ୍ଗିର ଡିସିପି କେ. ନାରାୟଣ କହିଛନ୍ତି, ଭୁବାଙ୍ଗିରି ଜିଲାର ଚୌଟୁପ୍ପଲ ସହରରେ ହିମାଚଳ ପ୍ରଦେଶ ରାଜ୍ୟପାଳ ବନ୍ଦାରୁ ଦତାତ୍ରେୟଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ରାଜ୍ୟପାଳ କିମ୍ବା ଅନ୍ୟ କେହି ଆହତ ହୋଇନାହାନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories