www.samajalive.in
Monday, December 8, 2025
17.1 C
Bhubaneswar

ଟିକା ପାଇଁ ପଞ୍ଜୀକରଣ ଜରୁରୀ, ସ୍ପଟ୍ ପଞ୍ଜୀକରଣଙ୍କୁ ନାଁ

ନୂଆଦିଲ୍ଲୀ: ଟିକା ପ୍ରଦାନ ନେଇ କେନ୍ଦ୍ର ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। କେବଳ ପୂର୍ବ ପଞ୍ଜୀକୃତଙ୍କୁ ହିଁ ଟିକା ମିଳିବ। ଟିକାକରଣ କେନ୍ଦ୍ରରେ ସ୍ପଟ୍ ରେଜିଷ୍ଟ୍ରେସନ କରାଯାଇପାରିବ ନାହିଁ। ପ୍ରତି କେନ୍ଦ୍ରରେ ଦୈନିକ ଶହେରୁ ୨ଶହ ଲୋକଙ୍କୁ ଟିକା ଦିଆଯିବ ବୋଲି ଗାଇଡଲାଇନ ଉଲ୍ଲେଖ କରାଯାଇଛି। ଟିକା ପାଇଁ Co-WIN ଆପ୍‌ରେ ପଞ୍ଜୀକରଣ କରିବା ଜରୁରୀ। ପଞ୍ଜୀକରଣ ପାଇଁ ୧୨ ପ୍ରକାର ପରିଚୟପତ୍ର ଦେଖାଇବାକୁ ପଡ଼ିବ। ଭୋଟର ପରିଚୟପତ୍ର, ଆଧାର, ଡିଏଲ୍ ଆଦି ୧୨ ପ୍ରକାର ପରିଚୟପତ୍ର ଦେଖାଇବାକୁ ପଡିବ।

ଜଣେ ଟିକା ନେଲା ପରେ ୩୦ ମିନିଟ କାଳ ଅନୁଧ୍ୟାନ କରାଯିବ। ପ୍ରଥମେ ୩୦ କୋଟି ଲୋକଙ୍କୁ ୬୦ କୋଟି ଟିକା ଡୋଜ୍ ପାଇଁ ବ୍ୟବସ୍ଥା ହୋଇଛି। ୬୦ କୋଟି ଟିକା ଡୋଜ୍ ଦେବାକୁ ନିର୍ବାଚନ ବ୍ରିଗେଡ ଲଗାଯିବ। ସ୍ୱାସ୍ଥ୍ୟ କର୍ମୀ, ସମ୍ମୁଖ କର୍ମୀ ଆଦି ୩୦ କୋଟି ଲୋକଙ୍କୁ ପ୍ରଥମେ ମିଳିବ ଟିକା।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories