www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରଦୀପ ପାଣିଗ୍ରାହୀଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର : ପୁଣି ରିମାଣ୍ଡରେ ଯିବେ ପ୍ରଦୀପ ପାଣିଗ୍ରାହୀ । ପ୍ରଦୀପଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ରିମାଣ୍ଡରେ ନେବାକୁ ଭୁବନେଶ୍ବର ଏସ୍‌ଡିଜେଏମ୍ କୋର୍ଟ ଅନୁମତି ଦେଇଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, ଜନ ବିରୋଧି କାର୍ଯ୍ୟ  ଅଭିଯୋଗରେ ମୁଖ୍ୟମନ୍ତ୍ରୀ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କଙ୍କୁ ଦଳର ପ୍ରାଥମିକ ସଦସ୍ୟତା ପଦରୁ ବହିଷ୍କୃତ କରିଥିଲେ । ଏହାପରେ ଅଭୟ ପାଠକ ଓ ଆକାଶ ପାଠକ ଲିଙ୍କ, ବେଆଇନ ଅର୍ଥ କାରବାର ଓ ଚାକିରୀ ଜାଲିଆତି ନେଇ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ।  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଆସିଥିବା ଦୁର୍ନୀତି ମାମଲାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଲୋକାୟୁକ୍ତ ନିକଟରେ ସୁପାରିଶ କରିଥିଲେ ।ରାଜ୍ୟ ସରକାରଙ୍କ ପକ୍ଷରୁ ଜଣେ ଲୋକପ୍ରତିନିଧିଙ୍କ ବିରୋଧରେ ଲୋକାୟୁକ୍ତ ତଦନ୍ତର ଏହା ହେଉଛି ପ୍ରଥମ ଘଟଣା ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories