www.samajalive.in
Thursday, December 11, 2025
26.1 C
Bhubaneswar

ଜି.ଉଦୟ ଗିରିରେ ଏକ ଦିବସୀୟ କୃଷକ ତାଲିମ୍ ଶିବିର ଅନୁଷ୍ଠିତ

ଜି.ଉଦୟ ଗିରି: କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଲକ ଅନ୍ତର୍ଗତ ପାବୁରିଆ ପଞ୍ଚାୟତ ଅନ୍ତର୍ଗତ ନିପୀଡୀତ କାର୍ଯ୍ୟାଳୟ ଠାରେ ମଙ୍ଗଳବାର ଏକ ଦିବସୀୟ କୃଷକ ତାଲିମ୍ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ତାଲିମ୍ ଶିବିରରେ ଜି.ଉଦୟ ଗିରି କୃଷି ବିଜ୍ଞାନ କେନ୍ଦ୍ରର ମୂଖ୍ୟ ଡ.ଦେବାଶିଷ ମିଶ୍ର ଏବଂ ବରିଷ୍ଠ କୃଷି ବୈଜ୍ଞାନିକ ସୁଜିତ ମୁଖୀ ଯୋଗଦେଇ ଉନ୍ନତ ମାନର ମକା ଚାଷ ସମ୍ବନ୍ଧରେ ଚାଷୀଙ୍କୁ ତାଲିମ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଟିକାବାଲି କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରର ସହକାରୀ ବୈଷୟିକ ପରିଚାଳକ ମହେଶ କୁମାର ଦିଗାଲ୍ ପରିଚାଳନା କରିଥିଲେ।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories