www.samajalive.in
Sunday, December 7, 2025
16.1 C
Bhubaneswar

୨୪ ଘଣ୍ଟାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ; ନୂଆ ଆକ୍ରାନ୍ତ ୨୬,୩୮୨

ନୂଆଦିଲ୍ଲୀ : ଦେଶରେ ଗତକାଲି ଜଣାପଡିଥିବ ଆକ୍ରାନ୍ତ ଅପେକ୍ଷା ଆଜି ଏଥିରେ ପୁଣି ବୃଦ୍ଧି ପାଇଥିବା ଦେଖାଯାଇଛି। ଦେଶରେ ୨୪ ଘଣ୍ଟାରେ ୨୬,୩୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୮୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୪ ହଜାର ୦୯୬ରେ ପହଞ୍ଚିଛି। ସେହିପରି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୯,୩୨,୫୪୮କୁ ବୃଦ୍ଧି ପାଇଛି। ୯୪, ୫୬,୪୪୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୩୨,୦୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories