www.samajalive.in
Saturday, December 13, 2025
14.1 C
Bhubaneswar

ଅଟ୍ଟାରି ସୀମାରେ ଯବାନଙ୍କ ଗୁଳିରେ ଦୁଇ ଅନୁପ୍ରବେଶକାରୀ ନିହତ

ନୂଆଦିଲ୍ଲୀ: ପଞ୍ଜାବର ଅଟ୍ଟାରି ସୀମାନ୍ତ ରାଜତଳା ଅଞ୍ଚଳରେ ବିଳମ୍ବିତ ରାତିରେ ଭାରତୀୟ ସୀମା ଭିତରକୁ ପ୍ରବେଶ ଉଦ୍ୟମ କରୁଥିବା ଦୁଇଜଣ ଅନୁପ୍ରବେଶକାରୀ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି। ନିହତ ଅନୁପ୍ରବେଶକାରୀଙ୍କ ପାଖରେ ଥିବା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରାଯାଇଛି। ଉକ୍ତ ଅଞ୍ଚଳରେ ସୀମା ସୁରକ୍ଷା ବଳ ପକ୍ଷରୁ ତଲାସ ଅଭିଯାନ ଜାରି ରହିଛି।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories