www.samajalive.in
Monday, December 15, 2025
16.1 C
Bhubaneswar

ଭାରତ-ଅଷ୍ଟ୍ରେଲିଆ ଦିବାରାତ୍ର ଟେଷ୍ଟର ପ୍ରଥମ ଦିନ : ଭାରତ ୨୩୩/୬

ଆଡିଲେଡ୍ : ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଗୁରୁବାର ଆରମ୍ଭ ହୋଇଥିବା ପ୍ରଥମ ଦିବାରାତ୍ର ଟେଷ୍ଟର ପ୍ରଥମ ଦିନରେ ଭାରତ ୬  ୱିକେଟ୍ ହରାଇ ୨୩୩ ରନ୍ ସ୍କୋର କରିଛି। ଟସ୍ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଅଧିନାୟକ ବିରାଟ କୋହଲି ୭୪ ରନ୍ କରିଥିଲେ ଏବଂ ଚେତେଶ୍ୱର ପୂଜାରା ଭାରତ ପାଇଁ ୪୩ ରନ୍ ସଂଗ୍ରହ କରିଥିଲେ। ପ୍ରଥମ ଦିନର ଖେଳ ଶେଷରେ ଋଦ୍ଧିମାନ ସାହା ୯ ରନ୍ କରି ଖେଳୁଥିଲେ ଏବଂ ଆର. ଅଶ୍ୱିନ ୧୫ ରନ୍ ସଂଗ୍ରହ କରିଥିଲେ। ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ସର୍ବାଧିକ ୧୨୬ ରନ୍ ସ୍କୋର ହୋଇଥିଲା। କିନ୍ତୁ ଟିମ୍ ଇଣ୍ଡିଆ ମଧ୍ୟ ଏହି ୩୪ ଓଭରରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ୱିକେଟ୍ ହରାଇଥିଲା।

 

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories