www.samajalive.in
Saturday, December 13, 2025
26.1 C
Bhubaneswar

ଆଠଗଡ ବିକାଶ ମଞ୍ଚ ପକ୍ଷରୁ କମ୍ବଳ ବଣ୍ଟନ

ଗୁରୁଡିଝାଟିଆ: ଆଠଗଡ ବିକାଶ ମଞ୍ଚ ପକ୍ଷରୁ ଧୁରୁଷିଆ ହନୁମାନ ମନ୍ଦିରଠାରେ କମ୍ବଳ ବଣ୍ଟନ କରାଯାଇଛି। ଗାଁର ଅଭାବୀମାନଙ୍କୁ ଶୀତରୁୁ ରକ୍ଷା ପାଇଁ ସଭାପତି ମାନସ ବସ୍ତିଆ କମ୍ବଳ ବଣ୍ଟନ କରିଥିଲେ। ବୃଦ୍ଧ ଓ ବୃଦ୍ଧାମାନଙ୍କୁ ଶୀତଦାଉରୁ ରକ୍ଷା ପାଇଁ ଉପାୟ ମଧ୍ୟ ବତାଇଥିଲେ। ଅନୁଷ୍ଠାନର ଏଭଳି କାର୍ଯ୍ୟକୁ ବିଭିନ୍ନ ମହଲରୁ ସାଧୁବାଦ ପ୍ରଦାନ କରାଯାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories