www.samajalive.in
Saturday, December 6, 2025
26.1 C
Bhubaneswar

୨୪ ଘଣ୍ଟାରେ ୩୧,୦୮୭ ଆକ୍ରାନ୍ତ ସୁସ୍ଥ ; ୨୨,୮୮୯ ନୂଆ ପିଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତ କିଛି ଦିନ ହେବ ୩୦ହଜାର ମଧ୍ୟରେ ସୀମିତ ରହୁଛି। ପୂର୍ବ କିଛି ମାସରେ ଦୈନିକ ୪୦ ହଜାର ପିଜିଟିଭ ଚିହ୍ନଟ ହେଉଥିବା ବେଳେ ବର୍ତ୍ତମାନ ଏଥିରେ ଲଗାତାର ହ୍ରାସ ପାଉଥିବା ଦେଖାଯାଇଛି। ଦେଶରେ ୧ଲକ୍ଷ ୪୪ ହଜାର ମୃତକଙ୍କ ସଂଖ୍ୟା ପାର ହୋଇଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୩୩୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦିନକରେ ୨୨,୮୮୯ ନୂଆ ପିଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭଙ୍କ ସଂଖ୍ୟା ୯୯,୭୯,୪୪୭କୁ ବୃଦ୍ଧି ପାଇଛି। ସେହିପରି ୩,୧୩,୮୩୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୫,୨୦,୮୨୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪ ଘଣ୍ଟାରେ ୩୧,୦୮୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories