www.samajalive.in
Saturday, December 13, 2025
18.1 C
Bhubaneswar

ମୋଟ ଆକ୍ରାନ୍ତ ଟପିଲା ୩ଲକ୍ଷ ୨୫ ହଜାର ; ନୂଆ ଚିହ୍ନଟ ହେଲେ ୩୫୮

ଭୁବନେଶ୍ୱର : ରାଜ୍ୟରେ ଗତ କିଛି ମାସ ତଳେ ଦୈନିକ ସଂକ୍ରମଣ ୪୦୦୦ ଟପୁଥିବା ବେଳେ ଏବେ ଏହା ୪୦୦ ମଧ୍ୟରେ ସୀମିତ ରହୁଛି। ରାଜ୍ୟରେ ୨୪ ଘଣ୍ଟାରେ ୩୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୨୦୮ ଓ ସ୍ଥାନୀୟ ୧୫୦। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୫୦୫ରେ ପହଞ୍ଚିଛି। ୩,୨୦,୫୮୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୦୩୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୭ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତ ମଧ୍ୟରୁ ଅନୁଗୁଳରୁ ସର୍ବାଧିକ ୫୨ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ୩୫, ବରଗଡ୭, ଭଦ୍ରକ ୧, ବଲାଙ୍ଗୀର ୧୩, କଟକ ୨୮, ଦେଓଗଡ ୪, ଢେଙ୍କାନାଳ ୫, ଗଜପତି ୪, ଗଞ୍ଜାମ ୫, ଜଗତସିଂହପୁର ୪, ଯାଜପୁର ୧୫, ଝାରସୁଗୁଡ଼ା ୬, କଳାହାଣ୍ଡି ୪, କେନ୍ଦ୍ରାପଡା ୧୧, କେନ୍ଦୁଝର ୮, ଖୋର୍ଦ୍ଧା ୩୬, କୋରାପୁଟ ୮, ମୟୁରଭଞ୍ଜ ୧୭, ନବରଙ୍ଗପୁର ୬, ନୟାଗଡ ୧, ନୂଆପଡ଼ା ୨୬, ପୁରୀ ୧, ରାୟଗଡା ୧, ସମ୍ବଲପୁର ୨୧, ସୋନପୁର ୧, ସୁନ୍ଦରଗଡ ୨୯ ଓ ଷ୍ଟେଟ ପୁଲରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories