www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ କରୋନା ପଜିଟିଭଙ୍କ ସଂଖ୍ୟା ପାର ହେଲା ଏକ କୋଟି ; ନୂଆ ଆକ୍ରାନ୍ତ ୨୫,୧୫୩

ନୂଆଦିଲ୍ଲୀ : ଦେଶରେ ଏକ କୋଟି ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ କିଛି ସପ୍ତାହ ହେବ ଦୈନିକ ସଂକ୍ରମଣରେ ହ୍ରାସ ପାଇଥିବା ବେଳେ ବର୍ତ୍ତମାନ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଏକ କୋଟି ୪ହଜାର ୬୦୦କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫,୧୫୩ ପଜିଟିଭ ଓ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩୪୭ ଆକ୍ରାଙ୍କ । ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୫ ହଜାର ୧୩୬ରେ ପହଞ୍ଚିଛି। ମୋଟ ୯୫,୫୦,୭୧୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୦୮,୭୫୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି।

 

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories