www.samajalive.in
Wednesday, December 10, 2025
16.1 C
Bhubaneswar

ଓଡ଼ିଆରେ ଉପଲବ୍ଧ ହେବ ଜେଇଇ ପରୀକ୍ଷା ପ୍ରଶ୍ନପତ୍ର:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଛାତ୍ରଛାତ୍ରୀଙ୍କ ହିତକୁ ଅଗ୍ରାଧିକାର ଦେଇ ଜେଇଇ ପରୀକ୍ଷା ଓଡ଼ିଆ ଭାଷାରେ କରାଇବାକୁ ରାଜ୍ୟ ସରକାର କରିଥିବା ଅନୁରୋଧରେ ଜାତୀୟ ପରୀକ୍ଷା ସଂସ୍ଥାର ମହାନିର୍ଦ୍ଦେଶକ ସହମତି ପ୍ରକାଶ କରିଥିବାରୁ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ ଚଳିତ ବର୍ଷଠାରୁ ଜେଇଇ ପରୀକ୍ଷା ପ୍ରଶ୍ନପତ୍ର ବିଭିନ୍ନ ଭାରତୀୟ ଭାଷା ସମତେ ଓଡ଼ିଆ ଭାଷାରେ ମଧ୍ୟ ଉପଲବ୍ଧ ହେବ।

Hot this week

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

Related Articles

Popular Categories