www.samajalive.in
Monday, December 8, 2025
27.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୪ ଗିରଫ, ୬୮୮ ଗାଡ଼ି ଜବତ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟାରେ ଓଡ଼ିଶା ପୁଲିସ ପକ୍ଷରୁ ୧୪ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେହିପରି କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୬୮୮ ଟି ଗାଡ଼ି ଜବତ ହୋଇଛି ଏବଂ ୨୧,୨୬,୯୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୫,୬୯,୨୭୯ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୨୫,୮୬୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୨୦,୯୪୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୮୩୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩,୦୨୯ ରହିଛି । ୩,୦୨୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories