www.samajalive.in
Friday, December 5, 2025
20.1 C
Bhubaneswar

ଜାଡରେ ଥରୁଛି ସାରା ଓଡ଼ିଶା ; ୧୧ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଅଧିକ ସ୍ଥାନରେ ପ୍ରବଳରୁ ଅଧିକ ପ୍ରବଳ ଶୀତର ପ୍ରଭାବ ଜାରି ରହିଛି। ଏହାସହ ୧୧ ଡିଗ୍ରୀ ତଳେ ୧୧ ସହର ତାପାମତ୍ରା ରେକର୍ଡ଼ କରାଯାଇଛି। ୫.୫ ଡିଗ୍ରୀ ସହ ଫୁଲବାଣୀ ରାଜ୍ୟର ସବୁଠୁ ଥଣ୍ଡା ସହର। ଝାରସୁଗୁଡ଼ା ୭.୬, ବାରିପଦା ୮.୫, ଅନୁଗୁଳ ଓ କୋରାପୁଟରେ ୮.୬, ଦାରିଙ୍ଗବାଡ଼ି ୯, କେନ୍ଦୁଝରରେ ୯.୫, ଭବାନୀପାଟଣା ୯.୨ ବଲାଙ୍ଗୀର ୯.୪ ,ବୌଦ୍ଧ ୧୦.୫,କଟକ ୧୧ ଏବଂ ଭୁବନେଶ୍ୱରରେ ୧୩.୯ ଡିଗ୍ରୀ ରେକର୍ଡ଼ କରାଯାଇଛି।

 

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories