www.samajalive.in
Friday, December 12, 2025
15.1 C
Bhubaneswar

ଆଜି ଭୁବନେଶ୍ବରରେ ୩୦ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୩୧

ଆଜି ଭୁବନେଶ୍ବରରେ ୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଲୋକାଲ୍‌ କଣ୍ଟାକ୍ଟ ୨୩ ଏବଂ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟାଇନ୍‌ କେସ୍ ମଧ୍ୟରୁ ଆଚାର୍ଯ୍ୟବିହାର, ଚନ୍ଦ୍ରଶେଖରପୁର, ଆଇଆର୍‌ସି ଭିଲେଜ, ପଟିଆ, ପାତ୍ରପଡ଼ା, ପୋଖରିପୁଟ ଓ ବଡ଼ଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ୍‌ କଣ୍ଟାକ୍ଟ କେସ୍‌ ମଧ୍ୟରୁ ଚକେଇସିହାଣି ୪, ଭୀମପୁର ୨, ବରମୁଣ୍ଡା ୨ ଓ ବଡ଼ଗଡ଼ ୨ ସମେତ ଆଇଗିଣିଆ, ଭରତପୁର, ଚନ୍ଦ୍ରଶେଖରପୁର, ଜାଗମରା, ନାଗେଶ୍ବର ଟାଙ୍ଗି, ନୟାପଲ୍ଲୀ, ପୁରୁଣା ଭୁବନେଶ୍ବର, ପଟିଆ, ରସୁଲଗଡ଼, ସାମନ୍ତରାପୁର, ସତ୍ୟବିହାର, ଟଙ୍କପାଣି ରୋଡ୍‌ ଏବଂ ବାଣୀବିହାରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜି ଭୁବନେଶ୍ବରରେ ୩୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୧୩୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୩୦୭୪୯ଜଣ ସୁସ୍ଥ ହୋଇଥିବାବେଳେ ୩୬୮ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୩୬୮ଜଣଙ୍କ ମୃତ୍ୟୁ ହୋଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories